ବିଚାରକର୍ତ୍ତା 19:19 - ପବିତ୍ର ବାଇବଲ19 ଆମ୍ଭମାନଙ୍କ ପାଖରେ ଆମ୍ଭର ଗଧପାଇଁ ନଡ଼ା ଓ ଶସ୍ୟ ଅଛି। ମୋ’ ପାଇଁ ମୋର ଉପପତ୍ନୀ ପାଇଁ ଓ ମୋର ସେବକମାନଙ୍କ ପାଇଁ ଯେଉଁମାନେ ମୋ’ ସହିତ ଅଛନ୍ତି, ସେମାନଙ୍କ ପାଇଁ ପ୍ରଚୁର ରୋଟୀ ଓ ଦ୍ରାକ୍ଷାରସ ଅଛି। ଆମ୍ଭେମାନେ କିଛି ଅଭାବ ବୋଧ କରୁ ନାହୁଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୋଟୀ ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ। Viz kapitolaଓଡିଆ ବାଇବେଲ19 ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋ’ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।” Viz kapitola |