ବିଚାରକର୍ତ୍ତା 19:2 - ପବିତ୍ର ବାଇବଲ2 କିନ୍ତୁ ସେହି ସ୍ତ୍ରୀ ଜଣକ ତାଙ୍କ ସହିତ ତର୍କ କରି ତା'ର ପିତୃ ଗୃହକୁ ଗ୍ଭଲିଗଲା। ସେ ସେଠାରେ ଗ୍ଭରିମାସ ଧରି ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ତାହାର ଉପପନିୀ ତାହା ବିରୁଦ୍ଧରେ ବେଶ୍ୟାଚାର କରି ତାହା ନିକଟରୁ ବାହାରି ଯାଇ ବେଥ୍ଲିହିମ୍-ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା। Viz kapitolaଓଡିଆ ବାଇବେଲ2 ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରି ଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା। Viz kapitola |