ବିଚାରକର୍ତ୍ତା 19:20 - ପବିତ୍ର ବାଇବଲ20 ତେଣୁ ସେହି ବୃଦ୍ଧଲୋକ ଜଣକ କହିଲା, “ତୁମ୍ଭେ ଶାନ୍ତିରେ ରୁହ। ମୁଁ ତୁମ୍ଭର ସମସ୍ତ ଆବଶ୍ୟକତାର ଯତ୍ନ ନେବି। ଦୟାକରି ନଗରର ଛକରେ ରାତ୍ରିଯାପନ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ତରେ ରୁହ ନାହିଁ। Viz kapitolaଓଡିଆ ବାଇବେଲ20 ତହୁଁ ସେହି ବୃଦ୍ଧ ଲୋକ କହିଲା, ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।” Viz kapitola |