ବିଚାରକର୍ତ୍ତା 19:22 - ପବିତ୍ର ବାଇବଲ22 ସେମାନେ ଖାଉଥିବା ବେଳେ ଓ ଉପଭୋଗ କରୁଥିବା ବେଳେ ସହରରୁ କେତେକ ଦୁଷ୍ଟ ଲୋକ ଗୃହ ଗ୍ଭରିପାଖରେ ଘେରିଗଲେ। ସେମାନେ କବାଟରେ ବାଡ଼େଇବା ଆରମ୍ଭ କଲେ। ସେମାନେ ଗୃହମାଲିକ ସେହି ବୃଦ୍ଧ ଲୋକଙ୍କୁ ପାଟି କରି କହିଲେ, “ସେହି ଲୋକକୁ ଗୃହରୁ ବାହାର କରି ଆଣ ଯିଏ ତୁମ୍ଭର ଅତିଥି। ଆମ୍ଭେ ତା’ ସହିତ ରତିକ୍ରିୟା କରିବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହାଠାରେ ଉପଗତ ହେବା। Viz kapitolaଓଡିଆ ବାଇବେଲ22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।” Viz kapitola |