Online Bible

- Reklamy -




ବିଚାରକର୍ତ୍ତା 19:23 - ପବିତ୍ର ବାଇବଲ

23 ତେଣୁ ସେହି ବୃଦ୍ଧ ଗୃହ ଭିତରୁ ବାହାରି ଆସିଲେ ଏବଂ କହିଲେ, “ମୋର ବନ୍ଧୁଗଣ, ଦୟାକରି ଏମିତି ଅନିଷ୍ଟ କର ନାହିଁ। ଏପରି ଜଘନ୍ୟ ପାପ କର ନାହିଁ। ଏହି ଲୋକ ମୋ’ ଗୃହରେ ଅତିଥିରୂପେ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।

Viz kapitola kopírovat

ଓଡିଆ ବାଇବେଲ

23 ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।

Viz kapitola kopírovat




ବିଚାରକର୍ତ୍ତା 19:23

Následuj nás:

Reklamy


Reklamy