ବିଚାରକର୍ତ୍ତା 19:24 - ପବିତ୍ର ବାଇବଲ24 ଦେଖ, ଏଠାରେ ମୋର ଝିଅ, ଯେ କି କୁମାରୀ ଅଛି। ଏବଂ ଏହିଠାରେ ତା'ର ଉପପତ୍ନୀ ଅଛି। ମୁଁ ସେମାନଙ୍କୁ ଆଣି ଦେଉଛି, ଯାହା ତୁମ୍ଭମାନଙ୍କର ଇଚ୍ଛା ତାହା ହିଁ କର। ମାତ୍ର ଏ ଲୋକଙ୍କ ପ୍ରତି ଏପରି ଜଘନ୍ୟ କାର୍ଯ୍ୟ କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପନିୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର। Viz kapitolaଓଡିଆ ବାଇବେଲ24 ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଅଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।” Viz kapitola |