ବିଚାରକର୍ତ୍ତା 19:29 - ପବିତ୍ର ବାଇବଲ29 ଏହା ପରେ ସେ ନିଜ ଗୃହରେ ପହଞ୍ଚି ଗୋଟିଏ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜା ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ତେ ଛୁରୀ ନେଇ ଆପଣା ଉପପନିୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ତରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା। Viz kapitolaଓଡିଆ ବାଇବେଲ29 ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା। Viz kapitola |