ବିଚାରକର୍ତ୍ତା 19:30 - ପବିତ୍ର ବାଇବଲ30 ଏଥିରେ ଯେତେ ଲୋକ ଖଣ୍ତସବୁ ଦେଖିଲେ ସେମାନେ କହିଲେ, “ଇସ୍ରାଏଲୀୟଗଣ ମିଶର ଦେଶ ପରିତ୍ୟାଗ କଲାଠାରୁ ଆଜି ପର୍ଯ୍ୟନ୍ତ ଏପରି ଜିନିଷ କେବେ କରାଯାଇ ନାହିଁ କି କେବେ ଦେଖାଯାଇ ନାହିଁ। ଏହି ବିଷୟରେ ଚିନ୍ତା କର, ସିଦ୍ଧାନ୍ତରେ ଉପନୀତ ହୁଅ ଏବଂ ଏହାକୁ ଉଚ୍ଚାରଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ। Viz kapitolaଓଡିଆ ବାଇବେଲ30 ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, “ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।” Viz kapitola |