ବିଚାରକର୍ତ୍ତା 19:5 - ପବିତ୍ର ବାଇବଲ5 ଚତୁର୍ଥ ଦିନ ସେହି ସ୍ଥାନ ଛାଡ଼ିବା ପାଇଁ ପ୍ରଭାତରୁ ଉଠି ପ୍ରସ୍ତୁତ ହେଲେ। ସ୍ତ୍ରୀଲୋକଟିର ବାପା କହିଲା, “ପ୍ରଥମେ କିଛି ଖାଅ, ଖାଇ ସାରିବା ପରେ ତୁମେ ଯାଇପାର।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ। Viz kapitolaଓଡିଆ ବାଇବେଲ5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।” Viz kapitola |