ବିଚାରକର୍ତ୍ତା 19:8 - ପବିତ୍ର ବାଇବଲ8 ଏହା ପରେ ପଞ୍ଚମ ଦିନ ଲେବୀୟ ଲୋକଜଣକ ଅତି ପ୍ରତ୍ୟୁଷରୁ ଉଠି ଯିବାକୁ ବାହାରିଲେ। ସେହି ସମୟରେ ତାଙ୍କ ଶ୍ୱଶୁର ତାଙ୍କୁ ଅନୁରୋଧ କଲେ, “ପ୍ରଥମେ କିଛି ଖିଆ ପିଆ କର।” ତେଣୁ ସେମାନେ ଏକତ୍ର ଉପରଓଳି ପର୍ଯ୍ୟନ୍ତ ଖାଇ ପିଇ ମଉଜ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ। Viz kapitolaଓଡିଆ ବାଇବେଲ8 ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ; ଏଥିରେ ସେ ଦୁହେଁ ଭୋଜନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ। Viz kapitola |