ବିଚାରକର୍ତ୍ତା 2:11 - ପବିତ୍ର ବାଇବଲ11 ଏହା ପରେ ଇସ୍ରାଏଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟ କଲେ। ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ବାଲ୍- ଦେବତାଙ୍କୁ ପୂଜା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Viz kapitola |