ବିଚାରକର୍ତ୍ତା 2:14 - ପବିତ୍ର ବାଇବଲ14 ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Viz kapitola |