ବିଚାରକର୍ତ୍ତା 2:16 - ପବିତ୍ର ବାଇବଲ16 ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତୃଗଣଙ୍କୁ ଉତ୍ପନ୍ନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitola |