Online Bible

- Reklamy -




ବିଚାରକର୍ତ୍ତା 2:20 - ପବିତ୍ର ବାଇବଲ

20 ତେଣୁ ସଦାପ୍ରଭୁ ଇସ୍ରାଏଲବାସୀମାନଙ୍କ ଉପରେ କ୍ଷୁବ୍ଧ ହେଲେ। ଏବଂ ସେ କହିଲେ, “ମୁଁ ଯେଉଁ ନିୟମ ତାଙ୍କ ପୂର୍ବପୁରୁଷଙ୍କ ସହିତ କରିଥିଲି, ଏହି ଜାତି ତାହା ଉଲଙ୍ଘନ କରିଛି। ସେମାନେ ମୋର କଥା ଶୁଣିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।

Viz kapitola kopírovat




ବିଚାରକର୍ତ୍ତା 2:20

Následuj nás:

Reklamy


Reklamy