ବିଚାରକର୍ତ୍ତା 2:21 - ପବିତ୍ର ବାଇବଲ21 ତେଣୁ ଯିହୋଶୂୟଙ୍କ ମରଣ କାଳରେ ଅବଶିଷ୍ଠ ଭୂମିକୁ ମୁଁ ଆଉ କେବେ କୌଣସି ଦେଶକୁ ତଡ଼ିବି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ; Viz kapitolaଓଡିଆ ବାଇବେଲ21 ଏହେତୁ ଯିହୋଶୂୟ ମରଣ କାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ; Viz kapitola |