ବିଚାରକର୍ତ୍ତା 2:23 - ପବିତ୍ର ବାଇବଲ23 ତେଣୁ ସଦାପ୍ରଭୁ ସେହି ଜାତିକୁ ଭୂମିରେ ରହିବା ପାଇଁ ଅନୁମତି ଦେଲେ। ସେ ସେମାନଙ୍କୁ ଜବରଦସ୍ତ ଶୀଘ୍ର ଦେଶ ପରିତ୍ୟାଗ କରାଇଲେ ନାହିଁ, ଅଥବା ଯିହୋଶୂୟଙ୍କ ହସ୍ତରେ ସମର୍ପଣ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitolaଓଡିଆ ବାଇବେଲ23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitola |