ବିଚାରକର୍ତ୍ତା 2:3 - ପବିତ୍ର ବାଇବଲ3 “ବର୍ତ୍ତମାନ ମୁଁ ତୁମ୍ଭକୁ ଏହିକଥା କହୁଅଛି, ‘ମୁଁ କେବେ ଅନ୍ୟ ଲୋକମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବି ନାହିଁ। ଏହି ଲୋକମାନେ ଭବିଷ୍ୟତରେ ତୁମ୍ଭର ଏକ ସମସ୍ୟା ହେବେ। ସେମାନେ ତୁମ୍ଭ ପ୍ରତି ଫାନ୍ଦ ସ୍ୱରୂପ ହେବେ ଓ ସେମାନଙ୍କର ଦେବତାଗଣ ତୁମ୍ଭମାନଙ୍କ ପାଇଁ କଣ୍ଟା ସ୍ୱରୂପ ହେବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ସ୍ଵରୂପ ହେବେ। Viz kapitolaଓଡିଆ ବାଇବେଲ3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’” Viz kapitola |