ବିଚାରକର୍ତ୍ତା 2:6 - ପବିତ୍ର ବାଇବଲ6 ଏହା ପରେ ଯିହୋଶୂୟ ସମସ୍ତଙ୍କୁ ଗୃହକୁ ଯିବା ପାଇଁ କହିଲେ। ଏବଂ ଇସ୍ରାଏଲର ପରିବାରବର୍ଗ ସେମାନଙ୍କର ନିଜ ଭୂମି ଅଧିକାର କରିବାକୁ ନିଜ ଜାଗାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ-ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ। Viz kapitolaଓଡିଆ ବାଇବେଲ6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ। Viz kapitola |