Online Bible

- Reklamy -




ବିଚାରକର୍ତ୍ତା 2:9 - ପବିତ୍ର ବାଇବଲ

9 ଇସ୍ରାଏଲର ଲୋକମାନେ ଯିହୋଶୂୟଙ୍କୁ କବର ଦେଲେ। ସେମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ତିମ୍ନତ୍ ହେରସରେ ତାଙ୍କର ନିଜର ଭୂମିରେ ତାଙ୍କୁ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat

ଓଡିଆ ବାଇବେଲ

9 ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

Viz kapitola kopírovat




ବିଚାରକର୍ତ୍ତା 2:9

Následuj nás:

Reklamy


Reklamy