ବିଚାରକର୍ତ୍ତା 20:14 - ପବିତ୍ର ବାଇବଲ14 ପୁଣି ବିନ୍ୟାମୀନ ପରିବାରବର୍ଗର ଲୋକମାନେ ନଗରମାନରୁ ବାହାରି ଗିବିୟାକୁ ଯାଇ ଇସ୍ରାଏଲର ଅନ୍ୟ ବଂଶ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ। Viz kapitolaଓଡିଆ ବାଇବେଲ14 ପୁଣି ଇସ୍ରାଏଲ ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ। Viz kapitola |