ବିଚାରକର୍ତ୍ତା 20:17 - ପବିତ୍ର ବାଇବଲ17 ବିନ୍ୟାମୀନ ପରିବାରବର୍ଗ ବ୍ୟତୀତ ଇସ୍ରାଏଲର 400,000 ଖଡ଼୍ଗଧାରୀ ଗଣତି ହେଲେ। ସେମାନେ ସମସ୍ତେ ତାଲିମ ପ୍ରାପ୍ତ ସୈନିକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ବିନ୍ୟାମୀନ ଛଡ଼ା ଇସ୍ରାଏଲର ଖଡ଼୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା। Viz kapitolaଓଡିଆ ବାଇବେଲ17 ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା। Viz kapitola |