ବିଚାରକର୍ତ୍ତା 20:2 - ପବିତ୍ର ବାଇବଲ2 ଇସ୍ରାଏଲ ପରିବାରବର୍ଗର ସମସ୍ତ ଅଧିପତିମାନେ ସେଠାରେ ଏକତ୍ରିତ ହେଲେ। ପରମେଶ୍ୱରଙ୍କ ଲୋକଗଣ ସେହି ସମାଜରେ ରହିଲେ। ଖଡ଼୍ଗଧାରୀ, ପଦାତିକ ଉପସ୍ଥିତ ଥିଲେ। ଏମାନେ ଥିଲେ 400,000। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପରମେଶ୍ଵରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ଼୍ଗଧାରୀ ପଦାତିକ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ। Viz kapitola |