ବିଚାରକର୍ତ୍ତା 20:20 - ପବିତ୍ର ବାଇବଲ20 ତା'ପରେ ଇସ୍ରାଏଲୀୟମାନେ ବିନ୍ୟାମୀନ ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଗଲେ ଓ ଗିବିୟାଠାରେ ଯୁଦ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। Viz kapitolaଓଡିଆ ବାଇବେଲ20 ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ। Viz kapitola |