ବିଚାରକର୍ତ୍ତା 20:21 - ପବିତ୍ର ବାଇବଲ21 ଏହା ପରେ ବିନ୍ୟାମୀନର ସୈନ୍ୟଗଣ ଗିବିୟାର ଯୁଦ୍ଧ କ୍ଷେତ୍ରକୁ ବାହାରି ଆସିଲେ। ସେହି ଦିନ ଯୁଦ୍ଧରେ ବିନ୍ୟାମୀନର ସୈନ୍ୟମାନେ ଇସ୍ରାଏଲର 22,000 ସୈନ୍ୟଙ୍କୁ ହତ୍ୟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ବିନ୍ୟାମୀନ-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ। Viz kapitolaଓଡିଆ ବାଇବେଲ21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ। Viz kapitola |