ବିଚାରକର୍ତ୍ତା 20:27 - ପବିତ୍ର ବାଇବଲ27 ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କୁ ଏକ ପ୍ରଶ୍ନ ପଗ୍ଭରିଲେ, ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବୈଥେଲ୍ଠାରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେହି ସମୟରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନ୍ହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା । Viz kapitolaଓଡିଆ ବାଇବେଲ27 ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା। Viz kapitola |