ବିଚାରକର୍ତ୍ତା 20:34 - ପବିତ୍ର ବାଇବଲ34 10,000 ଉତ୍ତମ ତାଲିମପ୍ରାପ୍ତ ସୈନିକମାନେ ଗିବିୟାକୁ ଆକ୍ରମଣ କଲେ। ଏହା ଏକ ଭୟଙ୍କର ଯୁଦ୍ଧ ଥିଲା କିନ୍ତୁ ବିନ୍ୟାମୀନ ସୈନ୍ୟମାନେ ଅନୁଭବ କରି ପାରିଲେ ନାହିଁ ଯେ, ଏକ ଦୁର୍ଘଟଣା ସେମାନଙ୍କ ଉପରେ ଘଟିବାକୁ ଯାଉଛି। Viz kapitolaପବିତ୍ର ବାଇବଲ (Re-edited) - (BSI)34 ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ। Viz kapitolaଓଡିଆ ବାଇବେଲ34 ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ। Viz kapitola |