Online Bible

- Reklamy -




ବିଚାରକର୍ତ୍ତା 20:37 - ପବିତ୍ର ବାଇବଲ

37 ସେଠାରେ ଲୁଚିଥିବା ଲୋକମାନେ ଗିବିୟାକୁ ଆକ୍ରମଣ କରିଦେଲେ। ସେମାନେ ନଗରର ଗ୍ଭରିଆଡ଼େ ବ୍ୟାପିଗଲେ ଏବଂ ନଗରରେ ଖଣ୍ତା ଦ୍ୱାରା ପ୍ରତ୍ୟେକଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ଼୍‍ଗଧାରରେ ସମସ୍ତ ନଗର ଆଘାତ କଲେ।

Viz kapitola kopírovat

ଓଡିଆ ବାଇବେଲ

37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।

Viz kapitola kopírovat




ବିଚାରକର୍ତ୍ତା 20:37

Následuj nás:

Reklamy


Reklamy