ବିଚାରକର୍ତ୍ତା 20:38 - ପବିତ୍ର ବାଇବଲ38 ବର୍ତ୍ତମାନ ଯେଉଁ ଇସ୍ରାଏଲୀୟ ଲୋକମାନେ ଲୁଚି ରହିଲେ, ସେମାନେ ଏକ ଯୋଜନା ପ୍ରସ୍ତୁତ କଲେ। ସେମାନେ ନଗରରୁ ବୃହତ୍ ଧୂମ ମେଘ ଉଠାଇବେ। ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ନିଷ୍ପତ୍ତି ହୋଇଯାଇ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା। Viz kapitolaଓଡିଆ ବାଇବେଲ38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା। Viz kapitola |