ବିଚାରକର୍ତ୍ତା 20:40 - ପବିତ୍ର ବାଇବଲ40 କିନ୍ତୁ ହଠାତ୍ ଏକ ଧୂଆଁର ବାଦଲ ସହର ଉପରେ ଉଠିଲା। ବିନ୍ୟାମୀନର ସୈନ୍ୟମାନେ ବୁଲିକରି ଗ୍ଭହିଁଲେ ଏବଂ ଦେଖିଲେ କ’ଣ ସବୁ ଗ୍ଭଲୁଛି। ସେମାନେ ବୁଲିପଡ଼ି ଦେଖିଲେ ଯେ, ନଗରରେ ନିଆଁ ଜଳୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)40 ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି। Viz kapitolaଓଡିଆ ବାଇବେଲ40 ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି। Viz kapitola |