Online Bible

- Reklamy -




ବିଚାରକର୍ତ୍ତା 20:42 - ପବିତ୍ର ବାଇବଲ

42 ତେଣୁ ବିନ୍ୟାମୀନୀୟ ସୈନିକମାନେ ଇସ୍ରାଏଲ ସୈନ୍ୟଙ୍କ ପାଖରୁ ଦୌଡ଼ି ପଳାଇବାକୁ ଲାଗିଲେ। ସେମାନେ ମରୁଭୂମି ଆଡ଼କୁ ଦୌଡ଼ିଲେ। କିନ୍ତୁ ସେମାନେ ଏପରି କରି ମଧ୍ୟ ଯୁଦ୍ଧରୁ ରକ୍ଷା ପାଇପାରି ନ ଥିଲେ। ଇସ୍ରାଏଲର ସୈନ୍ୟମାନେ ନଗର ବାହାରକୁ ବାହାରି ଆସିଲେ ଏବଂ ସେମାନଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆଗତ ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।

Viz kapitola kopírovat

ଓଡିଆ ବାଇବେଲ

42 ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।

Viz kapitola kopírovat




ବିଚାରକର୍ତ୍ତା 20:42

Následuj nás:

Reklamy


Reklamy