Online Bible

- Reklamy -

ବିଚାରକର୍ତ୍ତା 20:43 - ପବିତ୍ର ବାଇବଲ

43 ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନର ସୈନ୍ୟମାନଙ୍କ ଚତୁର୍ପାର୍ଶ୍ୱରେ ଘେରିଗଲେ ଓ ସେମାନଙ୍କ ପଛରେ ଗୋଡ଼ାଇଲେ। ସେମାନେ ସେମାନଙ୍କୁ ବିଶ୍ରାମ ଦେଲେ ନାହିଁ। ଇସ୍ରାଏଲର ସୈନ୍ୟମାନେ ଗିବିୟାର ପୂର୍ବାଞ୍ଚଳ ନିକଟରେ ପରାସ୍ତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।

Viz kapitola kopírovat

ବିଚାରକର୍ତ୍ତା 20:43

Následuj nás:

Reklamy

Reklamy