Online Bible

- Reklamy -




ବିଚାରକର୍ତ୍ତା 20:47 - ପବିତ୍ର ବାଇବଲ

47 କିନ୍ତୁ 600 ସୈନିକ ବିନ୍ୟାମୀନୀୟଙ୍କର ମରୁଭୂମିକୁ ଦୌଡ଼ି ପଳାୟନ କଲେ। ସେମାନେ ରିମ୍ମୋନ୍ ଶୈଳ ନିକଟକୁ ପଳାଇ ସେଠାରେ ଗ୍ଭରିମାସ ଧରି ରହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।

Viz kapitola kopírovat

ଓଡିଆ ବାଇବେଲ

47 ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।

Viz kapitola kopírovat




ବିଚାରକର୍ତ୍ତା 20:47

Následuj nás:

Reklamy


Reklamy