ବିଚାରକର୍ତ୍ତା 20:48 - ପବିତ୍ର ବାଇବଲ48 ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନର ଦେଶକୁ ଫେରିଗଲେ। ସେମାନେ ପ୍ରତ୍ୟେକ ସହରର ପ୍ରତ୍ୟେକ ଲୋକମାନଙ୍କୁ ହତ୍ୟା କଲେ, ଯେଉଁମାନଙ୍କୁ ସେମାନେ ଭେଟିଲେ। ସେମାନେ ପଶୁମାନଙ୍କୁ ହତ୍ୟା କଲେ ଓ ସେମାନଙ୍କର ସମ୍ମୁଖରେ ଯାହା ପଡ଼ିଲା ସେଗୁଡ଼ିକୁ ସେମାନେ ଧ୍ୱଂସ କଲେ। ପୁଣି ସେମାନେ ଯେଉଁ ସହରରେ ପ୍ରବେଶ କଲେ ତାକୁ ଅଗ୍ନିରେ ପୋଡ଼ି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଅନନ୍ତର ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ-ସନ୍ତାନଗଣର ପ୍ରତିକୂଳରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ଼୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ। Viz kapitolaଓଡିଆ ବାଇବେଲ48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ। Viz kapitola |