ବିଚାରକର୍ତ୍ତା 20:5 - ପବିତ୍ର ବାଇବଲ5 କିନ୍ତୁ ସେହି ରାତ୍ରିରେ ଗିବିୟାର ଅଧିପତି ସେଠାକୁ ଆସିଲେ। ଯେଉଁଠାରେ ମୁଁ ରହୁଥିଲି। ସେମାନେ ସେ ଗୃହକୁ ଘେରିଗଲେ। ଏବଂ ସେମାନେ ଗ୍ଭହିଁଲେ ମୋତେ ମାରିଦେବା ପାଇଁ ସେମାନେ ମୋର ଉପପତ୍ନୀଙ୍କୁ ଧର୍ଷଣ କଲେ। ଏବଂ ସେ ମରିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପନିୀକି ବଳାତ୍କାର କଲେ, ତହିଁରେ ସେ ମଲା। Viz kapitolaଓଡିଆ ବାଇବେଲ5 ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା। Viz kapitola |