ବିଚାରକର୍ତ୍ତା 20:6 - ପବିତ୍ର ବାଇବଲ6 ତେଣୁ ମୁଁ ମୋର ଉପପତ୍ନୀଙ୍କୁ ଗୃହକୁ ନେଇ ଆସିଲି ଏବଂ ତାକୁ କାଟି ଖଣ୍ତ ଖଣ୍ତ କରିଦେଲି। ତା'ପରେ ମୁଁ ତା'ର ଶରୀରର ଖଣ୍ତଗୁଡ଼ିକ ସାରା ଇସ୍ରାଏଲ ମଧ୍ୟକୁ ପଠାଇଦେଲି, କାରଣ ବିନ୍ୟାମୀନର ଏହିସବୁ ଲୋକମାନେ ଇସ୍ରାଏଲରେ ଏହିପରି ଜଘନ୍ୟ ଅପମାନଜନକ କାର୍ଯ୍ୟ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ମୁଁ ନିଜ ଉପପନିୀ କି ନେଇ ଖଣ୍ତ ଖଣ୍ତ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି। Viz kapitolaଓଡିଆ ବାଇବେଲ6 ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି। Viz kapitola |