ବିଚାରକର୍ତ୍ତା 20:7 - ପବିତ୍ର ବାଇବଲ7 ବର୍ତ୍ତମାନ ଇସ୍ରାଏଲର ସମସ୍ତ ଲୋକଗଣ କୁହ ଏବଂ ତୁମ୍ଭର ମତାମତ ଦିଅ ଆମ୍ଭେମାନେ କ’ଣ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ। Viz kapitolaଓଡିଆ ବାଇବେଲ7 ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।” Viz kapitola |