Online Bible

- Reklamy -




ବିଚାରକର୍ତ୍ତା 21:11 - ପବିତ୍ର ବାଇବଲ

11 ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭେମାନେ ନିଶ୍ଚିତ ଯାବେଶ୍ ଗିଲିୟଦର ସମସ୍ତ ପୁରୁଷମାନଙ୍କୁ ହତ୍ୟା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରତ୍ୟେକ ସ୍ତ୍ରୀକୁ ହତ୍ୟା କରିବ। ଯେଉଁ ସ୍ତ୍ରୀଲୋକମାନଙ୍କର କୌଣସି ଯୌନ ସମ୍ପର୍କ ନ ଥିବ ସେମାନଙ୍କୁ ହତ୍ୟାକର ନାହିଁ।” ତେଣୁ ସେହି ସୈନ୍ୟମାନେ ଠିକ୍ ସେହିପରି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ।

Viz kapitola kopírovat

ଓଡିଆ ବାଇବେଲ

11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”

Viz kapitola kopírovat




ବିଚାରକର୍ତ୍ତା 21:11

Následuj nás:

Reklamy


Reklamy