Online Bible

- Reklamy -




ବିଚାରକର୍ତ୍ତା 21:12 - ପବିତ୍ର ବାଇବଲ

12 ସେହି 12,000 ସୈନ୍ୟମାନେ ଏପରି 400 ଯୁବତୀଙ୍କୁ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସମ୍ପର୍କ ନ ଥିଲା। ସେହି ସୈନ୍ୟମାନେ ଯାବେଶ୍ ଗିଲିୟଦରୁ ସେହି ସ୍ତ୍ରୀଲୋକମାନଙ୍କୁ ଶୀଲୋ ନିକଟର ଛାଉଣିକୁ ନେଇ ଆସିଲେ। ଯାହାକି କିଣାନ ଦେଶରେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

12 ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।

Viz kapitola kopírovat




ବିଚାରକର୍ତ୍ତା 21:12

Následuj nás:

Reklamy


Reklamy