ବିଚାରକର୍ତ୍ତା 21:13 - ପବିତ୍ର ବାଇବଲ13 ଏହିପରି ଇସ୍ରାଏଲର ଲୋକମାନେ ବିନ୍ୟାମୀନୀୟମାନଙ୍କ ପାଖକୁ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠାରେ ରହୁଥିବା ବିନ୍ୟାମୀନ ଲୋକମାନଙ୍କ ସହିତ ଶାନ୍ତି ଚୁକ୍ତି ପ୍ରଦାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ। Viz kapitola |