ବିଚାରକର୍ତ୍ତା 21:14 - ପବିତ୍ର ବାଇବଲ14 ସେହି ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ। ଇସ୍ରାଏଲର ଲୋକମାନେ ଯେଉଁମାନଙ୍କୁ ସେମାନେ ଜୀବିତ ରଖିଥିଲେ, ସେମାନଙ୍କୁ ଯାବେଶ୍ ଗିଲିୟଦର ସ୍ତ୍ରୀଲୋକମାନଙ୍କୁ ବିବାହ କରିବା ପାଇଁ ଅନୁମତି ଦେଲେ। କିନ୍ତୁ ବିନ୍ୟାମୀନର ସମସ୍ତ ଲୋକମାନଙ୍କ ପାଇଁ ଯଥେଷ୍ଟ ସ୍ତ୍ରୀଲୋକ ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ। Viz kapitolaଓଡିଆ ବାଇବେଲ14 ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ। Viz kapitola |