Online Bible

- Reklamy -




ବିଚାରକର୍ତ୍ତା 21:18 - ପବିତ୍ର ବାଇବଲ

18 କିନ୍ତୁ ଆମ୍ଭେ ଆମ୍ଭର ଝିଅମାନଙ୍କୁ ସେମାନଙ୍କୁ ବିବାହ ଦେବା ନାହିଁ। ଆମ୍ଭେମାନେ ଏହିପରି ପ୍ରତିଜ୍ଞା କରିଅଛୁ, ‘ଯେକେହି ବିନ୍ୟାମୀନକୁ କନ୍ୟା ଦେବ ସେ ଶାପଗ୍ରସ୍ତ ହେବ ବୋଲି ଆମ୍ଭେ ସଦାପ୍ରଭୁଙ୍କଠାରେ ଶପଥ ନେଇଛୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣା-ମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନକୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ ସନ୍ତାନଗଣ ଶପଥ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”

Viz kapitola kopírovat




ବିଚାରକର୍ତ୍ତା 21:18

Následuj nás:

Reklamy


Reklamy