ବିଚାରକର୍ତ୍ତା 21:20 - ପବିତ୍ର ବାଇବଲ20 ତେଣୁ ଇସ୍ରାଏଲର ନେତୃବର୍ଗ ବିନ୍ୟାମୀନଙ୍କୁ ସେମାନଙ୍କର ଯୋଜନା ବିଷୟରେ କହିଲେ। ସେମାନେ କହିଲେ, “ଦ୍ରାକ୍ଷାକ୍ଷେତ୍ରକୁ ଯାଅ ଓ ଲୁଚି ରୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; Viz kapitolaଓଡିଆ ବାଇବେଲ20 ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ; Viz kapitola |