Online Bible

- Reklamy -




ବିଚାରକର୍ତ୍ତା 21:21 - ପବିତ୍ର ବାଇବଲ

21 ଆଉ ଯେତେବେଳେ ଶୀଲୋର କନ୍ୟାମାନେ ଭୋଜି ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିବେ ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକ ନିଜ ନିଜ ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ପ୍ରତ୍ୟେକ ଜଣଙ୍କୁ ଧରି ବିନ୍ୟାମୀନ ଦେଶକୁ ଗ୍ଭଲିଯାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ।

Viz kapitola kopírovat

ଓଡିଆ ବାଇବେଲ

21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲି ଯାଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।

Viz kapitola kopírovat




ବିଚାରକର୍ତ୍ତା 21:21

Následuj nás:

Reklamy


Reklamy