ବିଚାରକର୍ତ୍ତା 21:24 - ପବିତ୍ର ବାଇବଲ24 ଏହା ପରେ ଇସ୍ରାଏଲର ଲୋକମାନେ ସେମାନଙ୍କର ନିଜ ପରିବାରବର୍ଗକୁ ଏବଂ ସେମାନଙ୍କର ପରିବାରକୁ ଏବଂ ନିଜ ଦେଶରେ ଥିବା ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ। Viz kapitolaଓଡିଆ ବାଇବେଲ24 ତହୁଁ ଇସ୍ରାଏଲ ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ। Viz kapitola |