Online Bible

- Reklamy -




ବିଚାରକର୍ତ୍ତା 21:6 - ପବିତ୍ର ବାଇବଲ

6 ଇସ୍ରାଏଲର ଲୋକମାନେ ବିନ୍ୟାମୀନର ସମ୍ପର୍କୀୟମାନଙ୍କ ପାଇଁ ଦୁଃଖ କଲେ, ବିନ୍ୟାମୀନର ଲୋକମାନେ କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ପରିବାରବର୍ଗ ଉଚ୍ଛିନ୍ନ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।

Viz kapitola kopírovat




ବିଚାରକର୍ତ୍ତା 21:6

Následuj nás:

Reklamy


Reklamy