ବିଚାରକର୍ତ୍ତା 21:7 - ପବିତ୍ର ବାଇବଲ7 ଆମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଜ୍ଞା କରିଅଛୁ ଯେ ବିନ୍ୟାମୀନ ପରିବାରବର୍ଗର କୌଣସି ଲୋକଙ୍କୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବୁ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖୋଜିବା ବିଷୟରେ ଆମ୍ଭେମାନେ କ’ଣ କରିବା?” Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ। Viz kapitolaଓଡିଆ ବାଇବେଲ7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।” Viz kapitola |