Online Bible

- Reklamy -




ବିଚାରକର୍ତ୍ତା 3:1 - ପବିତ୍ର ବାଇବଲ

1-2 ସଦାପ୍ରଭୁ ସେହି ଭୂମିରେ ରହିବା ପାଇଁ ସେହି ଜାତିକୁ ଅନୁମତି ଦେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଏହିପରି ପରୀକ୍ଷା କଲେ। ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ କେହି ହେଲେ ଜଣେ ସେହି ସମୟରେ କିଣାନ ଦେଶକୁ ଯୁଦ୍ଧରେ ହରାଇବାକୁ ଲଢ଼େଇ କରି ନ ଥିଲେ। ତେଣୁ ସଦାପ୍ରଭୁ ସେହି ଭୂମିରୁ ଅନ୍ୟ ଜାତିକୁ ବିତାଡ଼ିତ କରି ନ ଥିଲେ। ସଦାପ୍ରଭୁ ଏହିପରି କଲେ, ଇସ୍ରାଏଲକୁ ଶିଖାଇଲେ ଯେଉଁମାନେ କିଣାନ ଦେଶ ବିରୁଦ୍ଧରେ ଯୁଦ୍ଧ କରି ନ ଥିଲେ। ସଦାପ୍ରଭୁ ଭୂମିକୁ ପରିତ୍ୟାଗ କରି, ଏହି ଜାତିର ଶୁଚି ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ

Viz kapitola kopírovat

ଓଡିଆ ବାଇବେଲ

1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ

Viz kapitola kopírovat




ବିଚାରକର୍ତ୍ତା 3:1

Následuj nás:

Reklamy


Reklamy