ବିଚାରକର୍ତ୍ତା 3:10 - ପବିତ୍ର ବାଇବଲ10 ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Viz kapitolaଓଡିଆ ବାଇବେଲ10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Viz kapitola |