ବିଚାରକର୍ତ୍ତା 3:11 - ପବିତ୍ର ବାଇବଲ11 ଅତଏବ, କନ୍ସର ପୁତ୍ର ଅତ୍ନୀୟେଲ ମୃତ୍ୟୁବରଣ କଲା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ସେହି ଭୂମି ଶାନ୍ତିରେ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅନିୀୟେଲ ମଲା। Viz kapitolaଓଡିଆ ବାଇବେଲ11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା। Viz kapitola |