Online Bible

- Reklamy -




ବିଚାରକର୍ତ୍ତା 3:15 - ପବିତ୍ର ବାଇବଲ

15 ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ଵାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟୀ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।

Viz kapitola kopírovat




ବିଚାରକର୍ତ୍ତା 3:15

Následuj nás:

Reklamy


Reklamy